ଅପରାଧ

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ : ଜେଲ ଗଲେ ୪ ଦଲାଲ

 ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ମାଷ୍ଟରମାଇଣ୍ଡ୍ ତଥା ପଞ୍ଚସପ୍ଟ୍ ଟେକ୍ନୋଲୋଜିସ୍ ପ୍ରାଇଭେଟ୍ ଲିମିଟେଡ୍ ମାଲିକ ଶଙ୍କର ପୃଷ୍ଟି ଓ ସିଲିକନ୍ ଟେକ୍‌ର ମାଲିକ ସୁରେଶ ନାୟକଙ୍କୁ ରିମାଣ୍ଡରେ ଆଣିବାକୁ ଯୋଜନା କରିଛି । ଏମାନଙ୍କୁ ଜେରା ସମୟରେ ବହୁ ବଡ଼ ମୁଣ୍ଡର ଲିଙ୍କ୍ ପଦାକୁ ଆସିବ ବୋଲି ସିବିଆଇ ଆଶା ରଖିଛି । ରିମାଣ୍ଡ୍ ପାଇଁ ଆସନ୍ତା ସପ୍ତାହରେ ଆବେଦନ କରାଯିବ ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି ।

ସେପଟେ ସିବିଆଇ ୪ ଜଣ ଦଲାଲ୍ ତଫିନ ଅହମ୍ମଦ ଖାନ୍, ବିଶ୍ୱଜିତ୍ ହରିଚନ୍ଦନ, ବିଶ୍ୱରଞ୍ଜନ ବେହେରା ଓ ଲୋକନାଥ ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରିଛି ।

darshan_admin

About Author

You may also like

ଅପରାଧ

ଥାନା ଅଧିକାରୀଙ୍କ ଦୁର୍ବ୍ୟବହାରରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଗଜପତି: ଗଜପତି ଜିଲ୍ଲା ଗୋସାଣି ବ୍ଲକ ମହାଦେଇପୁରୁ ଗ୍ରାମର ମନାଶ ଜେନା ନାମକ ଜଣେ ମହିଳା ପାରଳାଖେମୁଣ୍ଡିରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବେଳେ ହଠାତ ଆତ୍ମହତ୍ୟା କରିବା
ଅପରାଧ

ଖୋଲିବ ହ୍ୟୁମାନ ସାଗର ମୃତ୍ୟୁ ରହସ୍ୟ

ଖୋଲିବ ହ୍ୟୁମାନ ସାଗର ମୃତ୍ୟୁ ରହସ୍ୟ । ହ୍ୟୁମାନ ସାଗର ମୃତ୍ୟୁ ଘଟଣାର ହେବ ତଦନ୍ତ । ଡିଜିପିଙ୍କୁ ନିର୍ଦ୍ଦେଶ ଦେଲେ ଗୃହ ବିଭାଗର ସଚିବ। ସୋମବାର